Thursday, October 1, 2026
22.8 C
Odisha

    ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି କଳାହାଣ୍ଡିରେ ସ୍କୁଲ୍ ଛୁଟି

    ଆଗକୁ ପଢନ୍ତୁ

    ଭବାନୀପାଟଣା  : ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି କରାଯାଇଛି।ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସମ୍ଭାବ୍ୟ ବିପଦ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ନିର୍ଦ୍ଦେଶ ଅନୁସାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସହ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ରହିବ। ଏଥିସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ମଧ୍ୟ ଆସନ୍ତାକାଲି ବନ୍ଦ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.8 ° C
    22.8 °
    22.8 °
    84 %
    1.2kmh
    15 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ