Tuesday, March 24, 2026
21.9 C
Odisha

    ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ   : ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି ଦିନ ଧରି ସେଠାରେ ଚିକିତ୍ସାଧୀନ ଅଛନ୍ତି।

    ସୂଚନାନୁଯାୟୀ, ଜଣେ ନ୍ୟୁରୋସର୍ଜନଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି। ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି ଯେ ରସ୍କିନ ବଣ୍ଡଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ ଡାକ୍ତରଙ୍କ ଏକ ଟିମ୍‌ ନିରନ୍ତର ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ତାଙ୍କ ବୟସ ଏବଂ ସ୍ବାସ୍ଥ୍ୟକୁ ବିଚାରକୁ ନେଇ, ସମସ୍ତ ଆବଶ୍ୟକୀୟ ଡାକ୍ତରୀ ପରୀକ୍ଷା ଏବଂ ସତର୍କତା ଅବଲମ୍ବନ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.9 ° C
    21.9 °
    21.9 °
    64 %
    1.9kmh
    0 %
    Tue
    35 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ