Tuesday, September 8, 2026
29.8 C
Odisha

    ପ୍ରେମିକ ଆଗରେ ପ୍ରେମିକାକୁ ଦୁଷ୍କର୍ମ ଅଭିଯୋଗ

    ଆଗକୁ ପଢନ୍ତୁ

    ସମ୍ବଲପୁରରୁ ପ୍ରେମିକ ଆଗରେ ତାଙ୍କ ପ୍ରେମିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣା ସମ୍ବଲପୁରର ବାମରା ଅଞ୍ଚଳରେ ଘଟିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଅଭିଯୋଗ ପାଇବା ପରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଘଟଣାକୁ ନେଇ ସାରା ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି ହୋଇଛି । ଦୁଷ୍କର୍ମ ଅଭିଯୁକ୍ତଙ୍କୁ କଠୋରରୁ ଅତି କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବି ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.8 ° C
    29.8 °
    29.8 °
    73 %
    3.3kmh
    96 %
    Tue
    29 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ