Thursday, April 2, 2026
37.1 C
Odisha

    ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା, ଏହି ଓଡ଼ିଆ ଖେଳାଳିଙ୍କୁ ମିଳିଲା ସୁଯୋଗ

    ଆଗକୁ ପଢନ୍ତୁ

    ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା କରାଯାଇଛି। ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ ଘୋଷଣା କରାଯାଇଛି। ଏକମାତ୍ର ଓଡ଼ିଆ ଖେଳାଳି ଭାବେ ଅମିତ ରୋହିଦାସଙ୍କୁ ମିଳିଛି ସୁଯୋଗ। ସେହିପରି ହାର୍ଦ୍ଦିକ ସିଂହଙ୍କୁ ଉପଅଧିନାୟକ କରାଯାଇଛି। ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ