Wednesday, March 11, 2026
37 C
Odisha

    ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37 ° C
    37 °
    37 °
    12 %
    4.2kmh
    0 %
    Wed
    36 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ