Thursday, November 19, 2026
17.6 C
Odisha

    ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ନେଇ ପରୀକ୍ଷା ସୂଚୀ ଜାରି କଲା ମାଧ୍ୟମିକ ଶିକ୍ଷା ପରିଷଦ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି । ଯୁକ୍ତ ଦୁଇ ପରୀକ୍ଷା ୨୦୨୭ ଫେବ୍ରୁଆରୀ ୧୬ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୮ ତାରିଖରେ ଶେଷ ହେବ। ଯୁକ୍ତ ୨ ଥିଓରୀ ପରୀକ୍ଷା ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ ।

    ପରୀକ୍ଷା ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଚାଲିବ । ସେହିପରି ଇଣ୍ଟରନାଲ ଆସେସମେଣ୍ଟ ଓ ପ୍ରୋଜେକ୍ଟ ପରୀକ୍ଷା ୨୦୨୬ ଡିସେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ ୨୦୨୭ ଜାନୁଆରୀ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୪ରୁ ୧୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ପରୀକ୍ଷାରେ ସ୍ୱଚ୍ଛତା ଓ ଶୃଙ୍ଖଳା ବଜାୟ ରଖିବା ପାଇଁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ସିସିଟିଭି କ୍ୟାମେରା ନଜରରେ ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    17.6 ° C
    17.6 °
    17.6 °
    93 %
    0.7kmh
    100 %
    Thu
    18 °
    Fri
    20 °
    Sat
    24 °
    Sun
    27 °
    Mon
    28 °

    ସମ୍ବନ୍ଧିତ