Monday, March 30, 2026
25.1 C
Odisha

    ଫେରିବ ତାତି : ୧୭ ରୁ ୨୦ ଯାଏ ସାଙ୍ଘାତିକ ହେବ ସ୍ଥିତି

    ଆଗକୁ ପଢନ୍ତୁ

    ରାଜ୍ୟବାସୀଙ୍କୁ ପୁଣି କଲବଲ କରିବ ତାତି । ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ପୁଣି ୧୫ ତାରିଖଠୁ ତାତିରେ ବୃଦ୍ଧି ହେବା ସହ ୧୭ ରୁ ୨୦ ସାଙ୍ଘାତିକ ସ୍ଥିତି ହେବ। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଗୁଆ ସତର୍କ କରିଦିଆଯାଇଛି। ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୬-୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହାଦ୍ୱାରା ପୁଣି ଥରେ ତାପମାତ୍ରା ୪୦ ଡିଗ୍ରୀ ମୁହାଁ ହେବ। ଅନ୍ୟପଟେ ୧୩ରୁ ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ହେବା କାରଣରୁ ୧୫ ତାରିଖଠାରୁ ରାଜ୍ୟରେ ପୁଣି ଥରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଗ୍ରୀଷ୍ମ ପ୍ରବାହ ପୂର୍ବରୁ ୧୪ ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ରାତି ଅନୁଭୂତ ହେବା ନେଇ ମଧ୍ୟ କେନ୍ଦ୍ର ଆକଳନ ଜାରି କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    47 %
    0.4kmh
    0 %
    Mon
    41 °
    Tue
    38 °
    Wed
    39 °
    Thu
    40 °
    Fri
    40 °

    ସମ୍ବନ୍ଧିତ