Sunday, October 4, 2026
29.6 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଉ ୫ଦିନ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨/୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ।
    ଏହାରି ପ୍ରଭାବରେ ଆସନ୍ତା ୫ଦିନ ଯାଏ ରାଜ୍ୟରେ ଅନେକ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲା ର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ର ଆଶଙ୍କା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ