Wednesday, April 1, 2026
30.8 C
Odisha

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର, ୨୪ ଘଣ୍ଟାରେ ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର। ୨୪ ଘଣ୍ଟାରେ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ଜୁନ୍ ୧୭ ତାରିଖ) ସକାଳ ସାଢେ ୫ଟା ସମୟରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ହେବ। ଏହାର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏ ବର୍ଷା ଲାଗି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    34 %
    3.3kmh
    2 %
    Wed
    33 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ