Sunday, November 15, 2026
27.3 C
Odisha

    ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ; ୧୮, ୧୯ ଓ ୨୦ରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା!

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଙ୍ଗୋପସାଗର ରେ ସୃଷ୍ଟି ହେଲା ଅବପାତ । ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହେଲା । ୧୬ରେ ବାତ୍ୟା ଓ ୧୭ରେ ଭୀଷଣ ବାତ୍ୟା ସମ୍ଭାବନା । ଚେନ୍ନାଇ ଠାରୁ ୮୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ।

    ଗୋପାଳପୁରଠାରୁ ୧୧୬୦ କିଲୋମିଟରରେ କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ୧୮, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବର୍ଷା ଆଲର୍ଟ । ଆଜି ସୁଦ୍ଧା ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ମତ୍ସ୍ୟଜୀବୀଙ୍କୁ ଚେତାବନୀ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.3 ° C
    27.3 °
    27.3 °
    49 %
    2.3kmh
    40 %
    Sun
    27 °
    Mon
    27 °
    Tue
    27 °
    Wed
    26 °
    Thu
    22 °

    ସମ୍ବନ୍ଧିତ