Thursday, March 12, 2026
28.7 C
Odisha

    ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା, ଜଗିବେ ବ୍ଲାକ କମାଣ୍ଡୋ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ ସ୍ପେସାଲ୍ ଟାକ୍ଟିକାଲ ୟୁନିଟ୍ ନିୟୋଜିତ ହେବେ ।  ୮ଜଣ ଅତିରିକ୍ତ ଡିସିପି ଙ୍କ ସହ ୨୪ଜଣ ଏସିପି, ୨୭ଜଣ ଇନସ୍ପେକ୍ଟର ଓ ୧୧୦ ଜଣ ଏସଆଇ ଓ ଏସଆଇ ସହ ୫୫ଜଣ ମହିଳା କନଷ୍ଟେବଳ ସୁରକ୍ଷାରେ ନିୟୋଜିତ ହେବେ । ଏଥିସହ ଡଗ ସ୍କ୍ୱାଡ୍ ସହ ଫାୟାର ୟୁନିଟ ଓ ଆମ୍ବୁଲାନ୍ସ ମୁତୟନ ହେବ । ସିସିଟିଭି ସହ ଓ୍ବାଚ କାରବାରରେ ଜଗିବେ ବନ୍ଧୁକଧାରି ପୋଲିସ । ରୁଫ୍ ଟପ୍ ସିକୁରିଟ ମଧ୍ୟ ଆୟୋଜିତ ହୋଇଛି । ଏନେଇ ସୁରକ୍ଷାର ତଦାରଖ କରୁଛନ୍ତି ସିପି ଓ ବରିଷ୍ଠ ପୋଲିସ ଅଧିକାରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    15 %
    2.6kmh
    0 %
    Thu
    31 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ