Saturday, March 14, 2026
28.9 C
Odisha

    ବଜେଟ ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ, ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜି ସଂସଦରେ ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପେଡ଼ି। କେନ୍ଦ୍ରୀୟ ବଜେଟ୍ ଆଗତ କରିବେ ନିର୍ମଳା ସୀତାରମଣ । ୨୭ ବର୍ଷ ପରେ ପ୍ରଥମ ଥର ପାଇଁ ରବିବାରରେ ବଜେଟ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ଭାବେ ସଂସଦରେ ଏହା ତାଙ୍କର ନବମ ବଜେଟ୍ ହେବ । ବଜେଟ ଉପରେ ସମସ୍ତଙ୍କ ନଜର ରହିଛି । ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି । ଏହି ଅବସରରେ ଅର୍ଥମନ୍ତ୍ରୀଙ୍କ ଦହିଚିନି ଖୁଆଇଲେ ରାଷ୍ଟ୍ରପତି ।

    ତେବେ ବଜେଟ୍ ପୂର୍ବରୁ ଆଜି ବଜେଟ୍ ଫାଇଲ୍ ସହ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମହାମହିମ ରାଷ୍ଟ୍ରପତିଙ୍କୁ ବଜେଟ୍ କପି ପ୍ରଦାନ କରାଯାଇଥିବା ବେଳେ ୨୦୨୬-୨୭ ବଜେଟକୁ ମଞ୍ଜୁରୀ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    23 %
    2.9kmh
    0 %
    Sat
    31 °
    Sun
    38 °
    Mon
    37 °
    Tue
    38 °
    Wed
    38 °

    ସମ୍ବନ୍ଧିତ