Friday, February 20, 2026
19 C
Odisha

    ବଜ୍ରପାତରେ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଆଗକୁ ପଢନ୍ତୁ

    ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    19 ° C
    19 °
    19 °
    48 %
    2.3kmh
    81 %
    Thu
    19 °
    Fri
    35 °
    Sat
    35 °
    Sun
    35 °
    Mon
    34 °

    ସମ୍ବନ୍ଧିତ