Saturday, July 18, 2026
27 C
Odisha

    ବଜ୍ରାଘାତରେ ଚାଲିଗଲା ମାଆ-ପୁଅଙ୍କ ଜୀବନ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ୍‌ ଜହ୍ନିମୂଳ ଗାଁରେ ଘଟିଛି ଅଭାବନୀୟ ଘଟଣା। ବଜ୍ରାଘାତରେ ମାଆ ଓ ପୁଅଙ୍କ ମୃତ୍ୟୁ ହୋଇଛି। ବିଲରେ କାମ ସାରି ଘରକୁ ଫେରୁଥିବା ବେଳେ ଅଚାନକ ବର୍ଷା ସହ ବଜ୍ରଘାତ ହେବାରୁ ମାଆ-ପୁଅଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
    ମିଳିଥିବା ସୂଚନାମୁତାବକ ଜହ୍ନିମୂଳ ଗାଁର ୱାର୍ଡ ମେମ୍ବର ରବୀନ୍ଦ୍ର ବାରିକ ଓ ତାଙ୍କ ମା ଶଶିଲେଖା ବାରିକ ଚାଷ ଜମିକୁ ମୁଗ ଉପାଡ଼ିବାକୁ ଯାଇଥିଲେ । ମୁଗ ଉପାଡୁଥିବା ବେଳେ ଅପରାହ୍ନ ପ୍ରାୟ ୫ଟାରେ ହଠାତ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ମେଘକୁ ଦେଖି ମା-ପୁଅ ଘରକୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା। ଯେଉଁଥିଲେ ମା-ପୁଅଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    79 %
    1.8kmh
    100 %
    Sat
    30 °
    Sun
    30 °
    Mon
    27 °
    Tue
    27 °
    Wed
    26 °

    ସମ୍ବନ୍ଧିତ