Friday, January 23, 2026
16.2 C
Odisha

    ବଜ୍ରାଘାତରେ ଭାଙ୍ଗିଲା ମହିମା ଗାଦିର ଦଧିନଉତି

    ଆଗକୁ ପଢନ୍ତୁ

    ଢେଙ୍କାନାଳ : ବଜ୍ରାଘାତରେ ଯୋରନ୍ଦା ମହିମା ଗାଦିର ଦଧିନଉତି ଭାଙ୍ଗିଯାଇଛି । ତେବେ ଯୋରନ୍ଦା ମହିମାଗାଦିରେ ବିଶ୍ଵ ପ୍ରସିଦ୍ଧ ମାଘମେଳା ଆରମ୍ଭ ଚଳିତବର୍ଷ ଫେବୃଆରୀ ୧୧ ରେ ହୋଇଥିଲା । ଜଗତର ମଙ୍ଗଳ ପାଇଁ ମହିମା ସନ୍ନ୍ୟାସୀମାନେ ଝାଡଦ୍ଵୀପ ପ୍ରଜ୍ବଳନ କରିଥିଲେ । ଏଥିଲାଗି ବ୍ୟାପକ ପ୍ରସ୍ତୁତି ହୋଇଥିଲା ।

    ଏହି ପବିତ୍ର ସ୍ଥାନକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ମହିମା ସାଧୁମାନେ ଗାଦିରେ ବସିଥିଲେ । ମାଘ ଶୁକ୍ଳ ଚତୁର୍ଦଶୀ ଏବଂ ପୂର୍ଣ୍ଣମୀ ଦୁଇ ଦିନ ଧରି ଗାଦି ମନ୍ଦିରର ଚାରି ମୁଖଶାଳାରେ ବୃହତ୍ ଝାଡଦୀପ ପ୍ରଜ୍ବଳନ କରାଯାଇଥିଲା । ମହିମା ଧର୍ମର ପବିତ୍ର ପୀଠ ଯୋରନ୍ଦା ମହିମା ଗାଦିରେ ୧୮୭୪ ମସିହାରେ ମହିମା ଗୋସାଇଁ ଯୋରନ୍ଦା ମାଘ ମେଳା ଆରମ୍ଭ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.2 ° C
    16.2 °
    16.2 °
    75 %
    2.2kmh
    0 %
    Thu
    16 °
    Fri
    29 °
    Sat
    30 °
    Sun
    31 °
    Mon
    32 °

    ସମ୍ବନ୍ଧିତ