Tuesday, April 7, 2026
25.2 C
Odisha

    ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ, ମାରଣାସ୍ତ୍ର ସମେତ ନଗଦ ଟଙ୍କା ଜବତ

    ଆଗକୁ ପଢନ୍ତୁ

    ବଣାଇ : ବଡ଼ଧରଣର ଡକାୟତ ଗ୍ୟାଙ୍ଗ ଗିରଫ ।  ଡକାୟତି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଆନ୍ତଃରାଜ୍ୟ ଡକାୟତ ଗିରଫ ହୋଇଛନ୍ତି।  ଘଟଣାସ୍ଥଳରୁ ଚମ୍ପଟ ମାରିଲେ ଆଉ ୬ରୁ ୭ ଡକାୟତ ।  ସୁନ୍ଦରଗଡ ଜିଲ୍ଲା ଟିକାୟତପାଲି ଥାନା ଚନ୍ଦ୍ରପୁର ଗାଁରୁ ୩ ଡକାୟତଙ୍କୁ ଗିରଫ କରିଛି ପୋଲିସ ।  ଏକ ଖେଳ ପଡ଼ିଆରେ ପ୍ରାୟ ୧୦ଜଣ ଡକାୟତ ଡକାୟତି ଯୋଜନା କରୁଥିବା ଖବର ପାଇଥିଲା ପୋଲିସ ।

    ଟିକାୟତପାଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ସେଠାରୁ କିଛି ଖସି ପଳାଇଥିଲେ ।  ଝାଡ଼ଖଣ୍ଡରୁ ଦୁଇ ଜଣ ଓ ସୁନ୍ଦରଗଡ଼ରୁ ଜଣଙ୍କୁ ଗିରଫ କରିଥିଲା ପୋଲିସ ।  ସେମାନଙ୍କ ଠାରୁ ମାରଣାସ୍ତ୍ର ସମେତ ପାଇଁ ନଗଦ ଟଙ୍କା ଜବତ କରିଥିଲେ ।  ଗିରଫ ଡକାୟତଙ୍କ ନାଁରେ ବିଭିନ୍ନ ଥାନାରେ ୧୫ରୁ ଅଧିକ ମାମଲା ରହିଛି । ଖସି ପଳାଇଥିବା ଡକାୟତଙ୍କୁ ଧରିବାକୁ ତନାଘନା ଚଳାଇଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.2 ° C
    25.2 °
    25.2 °
    69 %
    1.7kmh
    84 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ