Tuesday, October 20, 2026
23.4 C
Odisha

    ବଢ଼ିଲା ଓଡ଼ିଶା ଇଭି ପଲିସି ଅବଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ରାଜ୍ୟରେ ବିଦ୍ୟୁତ୍ ଯାନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ‘ଓଡ଼ିଶା ଇଲେକ୍ଟ୍ରିକ୍ ଭେହିକିଲ୍ ପଲିସି- ୨୦୨୧ର ଅବଧି ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୨୦୨୧ରେ ଆରମ୍ଭ ହୋଇଥିବା ଏହି ପଲିସି ରାଜ୍ୟରେ ଇଭି କ୍ରୟ କରିବାକୁ ଚାହୁଁଥିବା ଗ୍ରାହକ ଏବଂ ଉତ୍ପାଦନକାରୀ ସଂସ୍ଥାମାନଙ୍କ ପାଇଁ ବେଶ୍ ଲାଭଦାୟକ ହୋଇଆସିଛି। ଅବଧି ବୃଦ୍ଧି ହେବା ଦ୍ୱାରା ଇଲେକ୍ଟ୍ରିକ୍‌ ଯାନ କ୍ରୟ କରୁଥିବା ହିତାଧିକାରୀମାନେ ପୂର୍ବଭଳି ସରକାରୀ ସବ୍‌ସିଡି ଏବଂ ଅନ୍ୟାନ୍ୟ ସୁବିଧା ପାଇବେ। ଏଥିସହ ପଞ୍ଜୀକରଣ ଓ ସଡ଼କ ଟିକସ ଛାଡ଼ ମିଳିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.4 ° C
    23.4 °
    23.4 °
    81 %
    1.2kmh
    46 %
    Mon
    23 °
    Tue
    30 °
    Wed
    29 °
    Thu
    29 °
    Fri
    29 °

    ସମ୍ବନ୍ଧିତ