Tuesday, May 12, 2026
31.4 C
Odisha

    ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍, ଲିଟର ପ୍ରତି ୪ ଟଙ୍କା ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୁଣି ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍ । ଓମଫେଡ୍ କ୍ଷୀର ଲିଟର ପ୍ରତି ଦାମ୍ ବୃଦ୍ଧି। ବଜାରକୁ ଆସିଲା ଓମଫେଡର ନୂଆ ଦର । ପ୍ରିମିୟର ଓ ଟୋନ୍ଡ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଛି । ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି । ଏନେଇ ଓମଫେଡ୍ ପକ୍ଷରୁ ଦିଆଗଲା ସୂଚନା ଦିଆଯାଇଛି।

    ସୂଚନା ଅନୁଯାୟୀ ପୂର୍ବରୁ ଜୁନ ୧ ତାରିଖରେ କ୍ଷୀରର ରେଟ୍ ବୃୃଦ୍ଧି କରିବା ନେଇ ଘୋଷଣା କରିଥିଲେ ରାଜ୍ୟ ସରକାର । ସେହିପରି ଦୁଗ୍ଧ ଚାଷୀଙ୍କୁ ଅଧିକ ୩ ଟଙ୍କା ଦେବେ ରାଜ୍ୟ ସରକାର । ଖାଉଟି ମାନଙ୍କ ପାଇଁ କ୍ଷୀର ଲିଟର ପିଛା ୪ ଟଙ୍କା ବୃଦ୍ଧି ହୋଇଥିବାବେଳେ ୨ ଟଙ୍କା ବହନ କରିବେ ରାଜ୍ୟ ସରକାର । ଯାହା ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    31.4 ° C
    31.4 °
    31.4 °
    46 %
    5.1kmh
    27 %
    Tue
    32 °
    Wed
    41 °
    Thu
    42 °
    Fri
    43 °
    Sat
    43 °

    ସମ୍ବନ୍ଧିତ