Monday, September 8, 2025
27 C
Odisha

    ବଢ଼ିଲା ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ିଲା । ଏଣିକି ଏମାନଙ୍କୁ ମିଳିବ ୩,୫୦୦ ଟଙ୍କା ଭତ୍ତା । ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବି ମିଳିବ ବର୍ଦ୍ଧିତ ଟଙ୍କା ।ଆସନ୍ତା ଜୁନ୍ ମାସରୁ ହିତାଧିକାରୀଙ୍କୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ମିଳିବ । ବର୍ଦ୍ଧିତ ଭତ୍ତା ନେଇ DSSOsଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନା ଦ୍ବାରା ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27 ° C
    27 °
    27 °
    87 %
    0.2kmh
    54 %
    Mon
    26 °
    Tue
    31 °
    Wed
    31 °
    Thu
    33 °
    Fri
    31 °

    ସମ୍ବନ୍ଧିତ