Saturday, April 11, 2026
37.5 C
Odisha

    ବଢିବ ରାତି ତାପମାତ୍ରା, ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ ।

    ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ। ସେହିଭଳି ୧୨ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ