Thursday, July 2, 2026
26.7 C
Odisha

    ବଢିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା, ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଢିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା । ଗୃହରକ୍ଷୀଙ୍କ ଦୈନିକ ଭତ୍ତାକୁ ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ। ସୂଚନାଯୋଗ୍ୟ ଯେ, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା ।  ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି । ଏସବୁକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.7 ° C
    26.7 °
    26.7 °
    83 %
    1.9kmh
    97 %
    Thu
    30 °
    Fri
    30 °
    Sat
    31 °
    Sun
    25 °
    Mon
    24 °

    ସମ୍ବନ୍ଧିତ