Thursday, May 9, 2024
25.9 C
Odisha

    ବଢିଲା ଜିଲ୍ଲା ପରିଷଦ ଓ ସରପଞ୍ଚଙ୍କ ଦରମା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।
    ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ 300 ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ 300ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    76 %
    2.3kmh
    0 %
    Wed
    26 °
    Thu
    38 °
    Fri
    39 °
    Sat
    41 °
    Sun
    40 °

    ସମ୍ବନ୍ଧିତ