Tuesday, November 11, 2025
17.1 C
Odisha

    ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଆସିଲା ଖୁସି ଖବର। ଆଜି ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ (ଡିଏ) ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ସପ୍ତମ ବେତନ ଆୟୋଗ ଅଧୀନରେ ଏହି ବୃଦ୍ଧି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.1 ° C
    17.1 °
    17.1 °
    68 %
    1.8kmh
    0 %
    Tue
    17 °
    Wed
    25 °
    Thu
    25 °
    Fri
    25 °
    Sat
    25 °

    ସମ୍ବନ୍ଧିତ