Tuesday, September 8, 2026
31.1 C
Odisha

    ବଢିଲା +୩ ସିଟ୍ ସଂଖ୍ୟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଚଳିତ ଶିକ୍ଷା ବର୍ଷ ପାଇଁ ସ୍ନାତକ(ୟୁଜି) ସିଟ୍ ସଂଖ୍ୟା ବଢାଇଲା ଉଚ୍ଚଶିକ୍ଷା ବିଭାଗ। ବିଭିନ୍ନ କଲେଜରେ ମୋଟ ୧୦ ହଜାର ୩୭୨ ସିଟ୍ ସଂଖ୍ୟା ବୃଦ୍ଧି କରାଯାଇଛି। ସରକାରୀ କଲେଜରେ ୪୬୮୪ ସିଟ୍, ୪୮୮ ବର୍ଗ କଲେଜରେ ୩୪୧୬ ସିଟ୍ , ୬୬୨ ବର୍ଗ ଅନୁଦାନପ୍ରାପ୍ତ କଲେଜରେ ୧ ହଜାର ୫୬ ସିଟ୍ ବୃଦ୍ଧି କରାଯାଇଥିବା ବେଳେ ଷ୍ଟେଟ୍ ପବ୍ଲିକ ୟୁନିଭର୍ସିଟିରେ୧୨୧୬ ସିଟ୍ ବୃଦ୍ଧି କରାଯାଇଛି। ଯୁକ୍ତ ୩ ନାମଲେଖା ପାଇଁ ଅଧିକ ଆବେଦନ ହୋଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.1 ° C
    31.1 °
    31.1 °
    64 %
    3.7kmh
    95 %
    Tue
    31 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ