Sunday, October 4, 2026
30.6 C
Odisha

    ବଢୁଛି କରୋନା,ରାଜ୍ୟରେ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ଓଡ଼ିଶାରେ ଆଉ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ପରୀକ୍ଷା ପରେ ସେମାନେ କରୋନା ପଜିଟିଭ ବାହାରିଛନ୍ତି। ଏହାଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  ୧୧କୁ ବୃଦ୍ଧି ପାଇଛି। ଏ ନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଗତକାଲି ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଥିଲା। ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ଯାଞ୍ଚ କରାଯାଉଥିବା କୁହାଯାଇଛି। ମୃତକ ଜଣେ ବୃଦ୍ଧ ଏବଂ ସେ ଭୁବନେଶ୍ଵରରେ ରୁହନ୍ତି। କରୋନାରେ ଆକ୍ରାନ୍ତ ହେବା ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଏହା ସହିତ ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ