Sunday, October 11, 2026
25 C
Odisha

    ବଢୁଛି ପାଣି: ହୀରାକୁଦ ଜଳଭଣ୍ଡାରରରୁ ଖୋଲିଲା ୪ ଗେଟ୍‌

    ଆଗକୁ ପଢନ୍ତୁ

    ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍‌ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

    ଅପରପକ୍ଷରେ ଜଳଭଣ୍ଡାର ଉପରମୁଣ୍ଡରେ ବର୍ଷା ଯୋଗୁ ଅଧିକ ପରିମାଣର ବନ୍ୟାଜଳ ଜଳଭଣ୍ଡାରର ପ୍ରବେଶ କରୁଛି। ଖଫଳରେ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ