Sunday, April 12, 2026
25.3 C
Odisha

    ବନ୍ଦ ଘରେ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ବଲାଙ୍ଗୀର : ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ସୁକତେଲ ଡ୍ୟାମ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କର ବୋଲି ଜଣାପଡିଛି। ମୃତକଙ୍କ ଘର ସୁନ୍ଦରଗଡ ଜିଲ୍ଲା ବଣାଇରେ ଏବଂ ତାଙ୍କ ନାଁ ପପୁ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ପପୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    20 %
    1.2kmh
    0 %
    Sun
    39 °
    Mon
    41 °
    Tue
    42 °
    Wed
    44 °
    Thu
    44 °

    ସମ୍ବନ୍ଧିତ