Monday, March 2, 2026
21.1 C
Odisha

    ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  :  ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଇଣ୍ଡିଗୋ ବିମାନ ସପ୍ତାହକୁ ୩ ଥର ଚଳାଚଳ କରୁଥିଲା। ତେବେ ଦୁବାଇ ଯିବାକ ଚାହୁଁଥିବା ଯାତ୍ରୀମାନେ ଭାୟା ଆବୁଧାବି ଦେଇ ଯାତ୍ରା କରିପାରିବେ। କିମ୍ବା ଯାତ୍ରୀମାନେ ଭୁବନେଶ୍ଵରରୁ ଦେଶର ଅନ୍ୟ ସହରକୁ ଯାଇ ସେଠାରୁ ଦୁବାଇକୁ ଥିବା ସିଧାସଳଖ ବିମାନ ସେବା ହାସଲ କରିପାରିବେ। ୨୦୨୩ ମସିହା ମେ ମାସରୁ ଭୁବନେଶ୍ଵର-ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.1 ° C
    21.1 °
    21.1 °
    44 %
    1.2kmh
    8 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ