Monday, March 23, 2026
22 C
Odisha

    ବନ୍ୟଜନ୍ତୁ ଆକ୍ରମଣରେ ୫ ବର୍ଷରେ ୭୯୯ ମୃତ୍ୟୁ, ଢେଙ୍କାନାଳରେ ସର୍ବାଧିକ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ୫ ବର୍ଷରେ ୭୯୯ ଲୋକଙ୍କ ମୃତ୍ୟୁ ଘଟିଛି। ଆଜି ବିଧାନସଭା ଅଧିବେଶନରେ ଏ ନେଇ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ। ସେ କହିଛନ୍ତି ଗତ ୫ ବର୍ଷରେ ବନ୍ୟଜନ୍ତୁ ଆକ୍ରମଣରେ ପ୍ରାୟ ୭୯୯ ଲୋକଙ୍କର ମୃତ୍ୟୁ ଘଟିଥିବାବେଳେ ୧୯୬୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୪୭ ଜଣଙ୍କର ମୃତ୍ୟୁ ଘଟିଛି। ୫ ବର୍ଷରେ ୨ ହଜାର ୮୩୨ ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    34 %
    1.4kmh
    1 %
    Sun
    22 °
    Mon
    33 °
    Tue
    36 °
    Wed
    38 °
    Thu
    39 °

    ସମ୍ବନ୍ଧିତ