Friday, October 2, 2026
22.2 C
Odisha

    ବରଯାତ୍ରୀ ଗାଡ଼ିକୁ ଧକ୍କା ଦେଲା କଣ୍ଟେନର, ୮ ଆହତ

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ  : ବରଯାତ୍ରୀ ଗାଡ଼ିକୁ ଧକ୍କା ଦେଲା କଣ୍ଟେନର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ନଣ୍ଡାଶୋଳ ନିକଟରେ ବରଯାତ୍ରୀ ଗାଡ଼ିକୁ ଧକ୍କା ଦେଲା କଣ୍ଟେନର । ବରଯାତ୍ରୀ ଗାଡ଼ି ଓଲଟି ୮ ଆହତ ହୋଇଛନ୍ତି । ସମସ୍ତ ଆହତ ବାରିପଦା ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

    ଗତକାଲି ବିଳମ୍ବିତ ରାତିରେ ଘଟିଛି ଘଟଣା । ବରଯାତ୍ରୀ ମାନେ ବୋଲେରୋ ଗାଡ଼ିରେ ଫେରୁଥିବା ବେଳେ, ଏକ କଣ୍ଟେନର ପଛପଟୁ ଧକ୍କା ଦେଇଥିଲା । ଭାରସାମ୍ୟ ହରାଇ ବୋଲେରୋଟି ରାସ୍ତା କଡ଼କୁ ଓଲଟି ପଡିଥିଲା । ଘଟଣାସ୍ଥଳରେ ବେତନଟୀ ପୋଲିସ ପହଁଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଛି । ସେପଟେ ପୋଲିସ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ