Friday, November 20, 2026
20.1 C
Odisha

    ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର :  ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ଏବଂ ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା କରୁଛି। ସେପଟେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    20.1 ° C
    20.1 °
    20.1 °
    99 %
    1.9kmh
    100 %
    Fri
    20 °
    Sat
    24 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ