Saturday, March 7, 2026
35.2 C
Odisha

    ବର୍ଷା ପାଇଁ ଆଜି ମୟୂରଭଞ୍ଜରେ ସ୍କୁଲ ବନ୍ଦ

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ: ବର୍ଷା ପାଇଁ ମୟୂରଭଞ୍ଜରେ ସ୍କୁଲ ବନ୍ଦ । ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ବନ୍ଦ । ସବୁ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି । ମୟୂରଭଞ୍ଜ ଜିଲ୍ଲା ପାଇଁ ଆଜି ରେଡ୍ ୱାର୍ଣ୍ଣିଂ ଥିବାରୁ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ ।

    ଅନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି । ୨୮ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    21 %
    3.3kmh
    0 %
    Sat
    34 °
    Sun
    37 °
    Mon
    37 °
    Tue
    39 °
    Wed
    40 °

    ସମ୍ବନ୍ଧିତ