Friday, August 28, 2026
26.7 C
Odisha

    ବଳଙ୍ଗା ପୀଡିତାଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନାହିଁ : ଓଡ଼ିଶା ପୋଲିସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁରେ କାହାର ସମ୍ପୃକ୍ତି ନଥିବା ନେଇ ସ୍ପଷ୍ଟ କରିଛି ଓଡ଼ିଶା ପୋଲିସ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ ପାଇଛି । ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦେବାକୁ ପୋଲିସ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ଏ ସମ୍ପର୍କରେ ଓଡ଼ିଶା ପୋଲିସ ଟ୍ୱିଟ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.7 ° C
    26.7 °
    26.7 °
    83 %
    2.6kmh
    100 %
    Fri
    27 °
    Sat
    30 °
    Sun
    28 °
    Mon
    23 °
    Tue
    23 °

    ସମ୍ବନ୍ଧିତ