Friday, April 3, 2026
39.1 C
Odisha

    ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବଳଙ୍ଗା: ପୁରୀ ଜିଲ୍ଲାର ବଳଙ୍ଗା ଘଟଣାରେ ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ କିରୋସିନ ଢାଳି ନିଜକୁ ନିଆଁ ଲଗାଇ ଦେଇଥିଲେ ଏବଂ କେହି ତାଙ୍କୁ ଜାଳି ନ ଥିଲେ। ସୋମବାର ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଏହା ସହିତ ପୀଡିତାଙ୍କ ବୟାନ ଏମ୍ସରେ ଚିକିତ୍ସା କରୁଥିବା ଡାକ୍ତର ରେକର୍ଡ କରିଥିଲେ। ଉଭୟ ବୟାନରେ ପୀଡ଼ିତା କହିଛନ୍ତି ଯେ, ସେ ନିଜେ କିରୋସିନ ଢାଳି ନିଜକୁ ନିଆଁ ଲଗାଇ ଦେଇଥିଲେ। ସମସ୍ତ ତଥ୍ୟ ଏବଂ ପ୍ରମାଣକୁ ଆଧାର କରି ତଦନ୍ତ ସମାପ୍ତ କରିବା ପରେ, ବଲଙ୍ଗା ପୁଲିସ ଷ୍ଟେସନ ପକ୍ଷରୁ ସେପ୍ଟେମ୍ବର ୧୭ ତାରିଖରେ କୋର୍ଟରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ