Tuesday, September 8, 2026
26.4 C
Odisha

    ବସ-ଅଟୋ ଧକ୍କାରେ ୬ ମୃତ, ୩ ଗୁରୁତର

    ଆଗକୁ ପଢନ୍ତୁ

    ବ୍ରହ୍ମପୁର  : ଗଞ୍ଜାମ ପୁରୁଷୋତ୍ତମପୁରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ଓ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମରେ କୋଦଳା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ପରେ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଛି । ପୁରୁଷୋତ୍ତମପୁର ଥାନା ଲଡକାପଲ୍ଲୀ ଛକରେ ଦୁର୍ଘଟଣା ଘଟିଛି । ତେବେ ଦୁର୍ଘଟଣାସ୍ଥଳରୁ ବସ୍ ନେଇ ଡ୍ରାଇଭର ଫେରାର ମାରିଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.4 ° C
    26.4 °
    26.4 °
    88 %
    1kmh
    91 %
    Tue
    27 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ