Wednesday, April 8, 2026
37.8 C
Odisha

    ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଏମିତି କହିଲେ ବିଜେପି ନେତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ରାଜ୍ୟରେ ହାଇ ଆଲର୍ଟ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅନୁପ୍ରବେଶକାରୀଙ୍କ ଉପରେ ନଜର ରଖାଯାଇଛ। ଜଳ ଓ ସ୍ଥଳପଥ ଉପରେ ନଜର ରହିଛି। ପୋଲିସ ଓ କୋଷ୍ଟଗାର୍ଡକୁ ଆଲର୍ଟ କରାଯାଇଛି। ଅନ୍ୟପକ୍ଷେ ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼ ହେଉଥିବା ଚର୍ଚ୍ଚାକୁ ନେଇ ସେ କହିଛନ୍ତି କାହା ଉପରେ ଅନ୍ୟାୟ ହେବ ନାହିଁ, ସେଥିପ୍ରତି ନଜର ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ