Sunday, October 4, 2026
24.6 C
Odisha

    ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ ହାଇୱା: ୨ ମୃତ

    ଆଗକୁ ପଢନ୍ତୁ

    କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଶୈଲଙ୍ଗ ନିକଟରେ ହାଇୱା ସହ ଧକ୍କା ହୋଇ ଦୁଇଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ହେଉଛନ୍ତି ଘସିପୁରା ଥାନା ନଦୁଆଁ କଲୋନିର ଶୁଭମ୍ ଦେହୁରୀ (୧୮), ଦିପୁନ୍ ଖଟୁଆ (୧୮)। ଆହତ ହେଲେ ଦୀପକ ଦେହୁରୀ (୧୭)।ଦୀପକଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଘସିପୁରା ପୁଲିସ୍ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.6 ° C
    24.6 °
    24.6 °
    72 %
    1kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ