Wednesday, September 30, 2026
29.4 C
Odisha

    ବାଗଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବହୁ ପ୍ରତିକ୍ଷିତ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଆଜି ଉତ୍ସଗ୍ରୀକୃତ କରିଛନ୍ତି । ଏହି ହସ୍ପିଟାଲ କର୍କଟରୋଗ ଚିକିତ୍ସା କ୍ଷେତ୍ରରେ ସମଗ୍ର ଦେଶରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ। ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ ହସ୍ପିଟାଲରେ ୭୫୦ ଶଯ୍ୟା ରହିଥିବା ବେଳେ ଏହା ବାଙ୍ଗାଲୋରର ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଏକ ଶାଖା ବୋଲି ଜଣାପଡିଛି । ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ ।)/ଏହି ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି ଯେ, ଆମେ ସ୍ବାସ୍ଥ୍ୟ ସଚେତନତା ହେବା ଜରୁରୀ । ଆମ ଲାଇଫ ଷ୍ଟାଇଲରେ ପରିବର୍ତ୍ତନ କରିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆମେ ସୁସ୍ଥ ରହିଲେ ଓଡ଼ିଶା ସୁସ୍ଥ ରହିବ। ଓଡ଼ିଶା ପାଇଁ ନୂଆ ଯୁଗ ଆରମ୍ଭ କରିଛି ଏହି ହସ୍ପିଟାଲ । କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.4 ° C
    29.4 °
    29.4 °
    69 %
    2.9kmh
    100 %
    Wed
    29 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ