Wednesday, April 8, 2026
37.8 C
Odisha

    ବାଙ୍କୀରେ ବୋମାମାଡ଼, ୬ରୁ ଉର୍ଦ୍ଧ୍ବ ଗୁରୁତର

    ଆଗକୁ ପଢନ୍ତୁ

    ବାଙ୍କୀ ଥାନା ଅନ୍ତର୍ଗତ ଭେଡ଼ା ରାମଚନ୍ଦ୍ରପୁର ଗାଁରେ ବୋମାମାଡ଼। ବୋମାମାଡ଼ରେ ୬ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପ୍ରଥମେ ବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୨ ଜଣକ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆଜି ସଂଧ୍ୟା ସମୟରେ ବୋମା ମାଡ଼ ହୋଇଥିବାବେଳେ ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଦୁଇ ସାହି ମଧ୍ୟରେ ଅନେକ ଦିନ ଧରି ଗୋଷ୍ଠୀ ସଂଘର୍ଷ ଲାଗି ରହିଥିଲା। ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତ ମାନେ ବୋମାଡ଼ କରି ଘଟଣା ସ୍ଥଳରୁ ଫେରାର ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ