Monday, October 19, 2026
21.6 C
Odisha

    ବାଣ ଭିଡିବା ବେଳେ ବିସ୍ଫୋରଣ, ଦୁଇ ଆହତ

    ଆଗକୁ ପଢନ୍ତୁ

    ମୟୂରଭଞ୍ଜ : ବାଣ ଭିଡିବା ବେଳେ ବିସ୍ଫୋରଣ । ଭୟଙ୍କର ବିସ୍ଫୋରଣରେ ଦୁଇ ଆହତ । ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ବାଛୁରୀପଡା ଗାଁରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି । ଦୁଇ ଭାଇ ମିଶି ବାଣ ପ୍ରସ୍ତୁତି କରୁଥିଲେ । ବିସ୍ଫୋରଣ ହେବାରୁ ଜଣେ ଆହତ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ ହେଲେ ଅନୀଲ ଦାସ । ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ