Saturday, October 10, 2026
30.1 C
Odisha

    ବାତ୍ୟା ‘ମୋନ୍ଥା’ ପରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର    :    ବାତ୍ୟା ମୋନ୍ଥାର ତାଣ୍ଡବ ଲୀଳା ପରେ ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇପାରେ ଲଘୁଚାପ। ଆଜି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।

    ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହେଲେ ଲଘୁଚାପ ସୃଷ୍ଟି ହେବା ନେଇ ସ୍ପଷ୍ଟ ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    55 %
    3.3kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ