Monday, September 28, 2026
29.4 C
Odisha

    ବାପାକୁ ପିଟିପିଟି ହତ୍ୟା କଲା ସୈତାନ ପୁଅ

    ଆଗକୁ ପଢନ୍ତୁ

    ସମ୍ବଲପୁର: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଘେନୁୁପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ବାପକୁ ହତ୍ୟା କରିଛି ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ ପୁଅ ହେଉଛନ୍ତି ଅମୂଲ୍ୟ କୁମୁରା। ଗତକାଲି ବିଳମ୍ବିତ ରାତ୍ରିରେ କୌଣସି କାରଣକୁ ନେଇ ବାପ ପୁଅଙ୍କ ମଧ୍ୟରେ ଝଗଡା ହୋଇଥିଲା। ପୁଅ ଉତ୍ତ୍ୟକ୍ତ ହୋଇ ବାପାକୁ ପ୍ରବଳ ମାଡ଼ ମାରିଥିଲା। ଏଥିରେ ବାପା ଲିଙ୍ଗରାଜ ଅଚେତ ହେବାରୁ ପୁଅ ଫେରାର ମାରିଥିଲା। ତେବେ ସ୍ଥାନୀୟ ଲୋକେ ବାପକୁ ହସ୍ପିଟାଲ ପଠାଇଥିବାବେଳେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ