Saturday, October 17, 2026
21.5 C
Odisha

    ବାପାର ଅତ୍ୟାଚାର ! ଦେହରେ ନିଆଁ ଲଗାଇ ଝିଅର ଆତ୍ମହତ୍ୟା ଉଦ୍ୟମ

    ଆଗକୁ ପଢନ୍ତୁ

    ଗଞ୍ଜାମ ଜିଲ୍ଲା ସଦରଥାନା ଅନ୍ତର୍ଗତ କୁକୁଡାଖଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଦ୍ୟପ ବାପାର ଅତ୍ୟାଚାର ସହି ନ ପାରି ଝିଅ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ଯବୁତୀ ଜଣଙ୍କ ନାମ ରାଣୀ ପ୍ରଧାନ (୨୧)। ଯୁବତୀ ଜଣଙ୍କ କୁଡାଖଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସ୍ଥାନୀୟଲୋକେ ଜଳୁଥିବା ଯୁବତୀଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା ଉଦ୍ୟମର କାରଣ, ମଦ୍ୟପ ବାପାର ଅତ୍ୟାଚାର ସହି ନ ପରି ଏଭଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.5 ° C
    21.5 °
    21.5 °
    96 %
    1.1kmh
    100 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ