Friday, April 3, 2026
36.1 C
Odisha

    ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ

    ଆଗକୁ ପଢନ୍ତୁ

    ଭଦ୍ରକ   :    ଅଧା ରହିଲା ବାବା ଆଖଣ୍ଡଳମଣିଙ୍କ ଦର୍ଶନ ।  ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ ।  ଆରଡ଼ିରେ ପହଂଚିବା ପରେ ପୀଠରେ ଥିବା ଶିବ ଗଙ୍ଗା ପୁଷ୍କରଣୀରେ ଗାଧୋଇଥିଲେ ।  ଗାଧୋଇବା ବେଳେ ଦୁଇ ଜଣ ସାଙ୍ଗ ବୁଡି ଯାଇଥିଲେ ।  ଦୁଇ ଜଣଙ୍କୁ ସ୍ଥାନୀୟ ଲୋକ ଓ ତାଙ୍କ ସାଙ୍ଗମାନେ ଉଦ୍ଧାର କରି ଆରଡ଼ି ମେଡିକାଲକୁ ନେଇଥିଲେ ।  ସେଠାରେ ଜଣେ ଯୁବକ ଦେବବ୍ରତଙ୍କ ମୃତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ