Wednesday, October 28, 2026
20.8 C
Odisha

    ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ

    ଆଗକୁ ପଢନ୍ତୁ

    ଭଦ୍ରକ   :    ଅଧା ରହିଲା ବାବା ଆଖଣ୍ଡଳମଣିଙ୍କ ଦର୍ଶନ ।  ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ ।  ଆରଡ଼ିରେ ପହଂଚିବା ପରେ ପୀଠରେ ଥିବା ଶିବ ଗଙ୍ଗା ପୁଷ୍କରଣୀରେ ଗାଧୋଇଥିଲେ ।  ଗାଧୋଇବା ବେଳେ ଦୁଇ ଜଣ ସାଙ୍ଗ ବୁଡି ଯାଇଥିଲେ ।  ଦୁଇ ଜଣଙ୍କୁ ସ୍ଥାନୀୟ ଲୋକ ଓ ତାଙ୍କ ସାଙ୍ଗମାନେ ଉଦ୍ଧାର କରି ଆରଡ଼ି ମେଡିକାଲକୁ ନେଇଥିଲେ ।  ସେଠାରେ ଜଣେ ଯୁବକ ଦେବବ୍ରତଙ୍କ ମୃତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    20.8 ° C
    20.8 °
    20.8 °
    97 %
    2.8kmh
    100 %
    Tue
    21 °
    Wed
    22 °
    Thu
    23 °
    Fri
    27 °
    Sat
    27 °

    ସମ୍ବନ୍ଧିତ