Friday, October 9, 2026
30.5 C
Odisha

    ବାରଙ୍ଗ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହଷ୍ଟେଲ ନିକଟରେ ୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର

    ଆଗକୁ ପଢନ୍ତୁ

    ବାରଙ୍ଗ : ହଷ୍ଟେଲ ପାଖରେ ୧୦ ଫୁଟ ଲମ୍ବର ଅଜଗର । ଭୁବନେଶ୍ୱର ସ୍ଥିତ ବାରଙ୍ଗ ଅରିଲୋ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ହଷ୍ଟେଲ ନିକଟରୁ ପ୍ରାୟ ୧୦ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ହଷ୍ଟେଲ ନିକଟରେ ଅଜଗରଟିକୁ ଦେଖି କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା

    ଏନେଇ ସ୍ନେକ ହେଲପ ଲାଇନକୁ ଖବର ଦିଆଯାଇଥିଲା । ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପରେ ଅଜଗରଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ପରେ ଅଜଗରଟିକୁ ଜନବସତିଠାରୁ ଦୂର ଏକ ସୁରକ୍ଷିତ ପ୍ରାକୃତିକ ପରିବେଶରେ ଛାଡ଼ି ଦିଆଯାଇଛି । ସେପଟେ ହଷ୍ଟେଲ ନିକଟରୁ ଅଜଗର ଉଦ୍ଧାର ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    50 %
    3.4kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ