Tuesday, October 20, 2026
23.7 C
Odisha

    ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ

    ଆଗକୁ ପଢନ୍ତୁ

    କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି। ମୃତ ଛାତ୍ରୀ ଜଣକ ହେଲେ ପଲାମି ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା (୧୪)। ଖବର ପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଞ୍ଚି କେସ୍‌ ନଂ ୨୨/୨୪ ଅନୁଯାୟୀ ଏକ ମାମଲା ରୁଜୁ କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ମୃତ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.7 ° C
    23.7 °
    23.7 °
    80 %
    0.8kmh
    2 %
    Tue
    23 °
    Wed
    29 °
    Thu
    30 °
    Fri
    29 °
    Sat
    28 °

    ସମ୍ବନ୍ଧିତ