Saturday, March 14, 2026
22 C
Odisha

    ବାରବାଟୀରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା, ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟିଟ୍ବେଣ୍ଟି କ୍ରିକେଟ ଲଢେଇ ପାଇଁ  ଅନଲାଇନ୍ ମାଧ୍ୟମରେ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  OCA ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଛନ୍ତି ।  ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ହାଇଭୋଲଟେଜ ଲଢେଇ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ