Thursday, September 10, 2026
24 C
Odisha

    ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ, ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଥିଲା । ସୂଚନା ଦେଇଛନ୍ତି ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲ କହିଛନ୍ତି । ପସେରା ଆକ୍ଟ ଆଧାରରେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ ନିୟୋଜିତ ହେବେ। ବାଉନ୍ସର୍ ଭାବେ ଅସାମାଜିକଙ୍କୁ ନିୟୋଜିତ କରିପାରିବେନି । ଗତ କାଲି ବିଳମ୍ବିତ ରାତିରେ ଯାଂଚ ବେଳେ OD02 ବାରରେ ଅପ୍ରିତିକର ସ୍ଥିତି ଉପୁଜିଥିଲା । ଯାହାକୁ ନେଇ ବାର ମାଲିକ ଅବିନାଶ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କମିଶନରେଟ ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    94 %
    1.6kmh
    100 %
    Thu
    27 °
    Fri
    28 °
    Sat
    29 °
    Sun
    28 °
    Mon
    30 °

    ସମ୍ବନ୍ଧିତ