Thursday, October 8, 2026
21.5 C
Odisha

    ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁଙ୍କ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁଙ୍କୁ ଭିଡ଼ ଭିତରେ ହତ୍ୟା ଘଟଣାରେ ଆଜି ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ ଦାଖଲ କରିଛି। ୧୧ଜଣଙ୍କ ବିରୋଧରେ ୭୬୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ପୂର୍ବରୁ ବାଲିଅନ୍ତା ଥାନା ପୁଲିସ ଗିରଫ କରିଥିବା ୯ ଜଣଙ୍କ ବିରୋଧରେ ପ୍ରମାଣ ମିଳି ନଥିବାରୁ ଚାର୍ଜସିଟ ଦାଖଲ ହୋଇନାହିଁ। ଗିରଫ ୨୦ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ୭୬୭ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    88 %
    1.2kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ